32.9 C
Balāngīr
Wednesday, April 30, 2025

ମାଟ୍ରିକ ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୨୧/୦୨) : ଅଧାରେ ରହିଗଲା ସ୍ୱପ୍ନ । ପରୀକ୍ଷା ଦେବାକୁ ବାହାରିବା ବେଳେ ହଠାତ ଟଳିପଡ଼ିଲେ ଛାତ୍ର

ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ବରିପଦା ଗାଁ’ରେ ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି । ଘରୁ ପରୀକ୍ଷା ଦେବାକୁ ବାହାରିବା ବେଳେ ହଠାତ ଛାତ୍ରଙ୍କ ପେଟ କାଟିବାରୁ ସେ ତଳେ ପଡ଼ି ଯାଇଥିଲେ ଛାତ୍ର । ଅସହ୍ୟ ଯନ୍ତ୍ରଣା ହେବା କାରଣରୁ ପରିବାର ଲୋକେ ଛାତ୍ରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଏହା ପୂର୍ବରୁ ଅଧାବାଟରେ ଛାତ୍ରଙ୍କର ଜୀବନ ଚାଲିଯାଇଥିଲା। ସୋର ମେଡିକାଲରେ ପହଂଚିବା ପରେ ଛାତ୍ରକୁ ଡାକ୍ତର ମୃତ ଘୋଷଣା କରିଥିଲେ । ତେବେ ପ୍ରାଥମିକ ସୂଚନା ଅନୁଯାୟୀ ଛାତ୍ରଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଘଟଣା ପରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...