32.9 C
Balāngīr
Monday, April 28, 2025

ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ବଡ଼ ବିଭ୍ରାଟ, ‘C’ ସେଟ୍ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୧/୦୩) : ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ବଡ଼ ବିଭ୍ରାଟ । ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ । ବିଜ୍ଞାନ ପେପର ‘C’ ସେଟ୍ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ ଆସିଛି ।

୧୦୦ ମାର୍କ ପାଇଁ ପରୀକ୍ଷା ହେଉଥିବା ବେଳେ ସବଜେକଟିଭ ପ୍ରଶ୍ନପତ୍ରରେ ୫୦ ମାର୍କରୁ ୪୬ ମାର୍କର ପ୍ରଶ୍ନ ଥିଲା । ଏ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଛି । ମୂଲ୍ୟାୟନ ବେଳେ ବୋର୍ଡ କମିଟି ଏହାକୁ ନଜର ଦେବ ବୋଲି ବୋଡ କହିଛି । ପିଲାଙ୍କ ମାର୍କିଂ ଉପରେ କୌଣସି ପ୍ରଭାବ ପଡ଼ିବନି ବୋଲି ସ୍ପଷ୍ଟ କରାଯାଇଛି । ସେହିଭଳି ଆଜି କପି କଲା ବେଳେ ୧୧ ଜଣ ପରୀକ୍ଷାର୍ଥୀ ଧରା ପଡିଛନ୍ତି । ତେବେ ପ୍ରଶ୍ନ ପତ୍ର ଭାଇରାଲ କଥାକୁ ଖାରଜ କଲେ ବୋର୍ଡ କର୍ତ୍ତୃପକ୍ଷ । ସେ କହିଛନ୍ତି ଭାଇରାଲ ନେଇ ଆମ ପାଖେ କୌଣସି ଅଭିଯୋଗ ନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...