କେନ୍ଦୁଝର, (୨୮/୦୪) : ଆପ୍ର. : ଟାଉନଥାନା ନରଣପୁର ଠାରେ ସୁନା ବ୍ୟବସାୟୀଙ୍କ ଠାରୁ ଲୁଟ୍ ହୋଇଥିବା ସୂଚନା ମିଳିଛି ।
ନରଣପୁର ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ତାଙ୍କଠାରୁ ୫ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇଥିବା ଜଣାପଡ଼ିଛି। ୨ ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଆକ୍ରମଣ ପରେ ୫ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ କରିଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।