32.9 C
Balāngīr
Tuesday, May 13, 2025

ମାଣ୍ଡୋସିଲ ଷୋହଳ ପ୍ରହରୀ ନାମଯଜ୍ଞ ଆରମ୍ଭ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ପଦ୍ମପୁର, (୦୯/୦୫) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗାଁରେ ଷୋହଳ ପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଯାଇଛି ।

ଗୁରୁବାର ସକାଳେ ଗାଁ ମା ଭଉଣୀ ମାନଙ୍କୁ ନେଇ ସ୍ଥାନୀୟ ପୋଖରୀରୁ ପୂଜାର୍ଚ୍ଚନା ପରେ ପୂର୍ଣ୍ଣ କଳସ ଜଳ ଆଣି ଯଜ୍ଞ ମଣ୍ଡପରେ ସ୍ଥାପନ କରାଯାଇଥିଲା । ପରେ ନାମଯଜ୍ଞ ନାମାରାମ୍ଭ ହୋଇଥିଲା । ନାମଯଜ୍ଞରେ କର୍ତ୍ତା ଭାବରେ ଶର୍ଦୁ ଦଣ୍ଡସେନା ଓ ସୀତାବାଇ ଦଣ୍ଡସେନା ଥିବା ବେଳେ ମୁଖ୍ୟ ପୂଜକ ଭାବରେ ସୁବଳ ପଣ୍ଡା ତଥା ସହ ପୂଜକ ଘନଶ୍ୟାମ ପଣ୍ଡା ପୂଜାକାର୍ଯ୍ୟ ସମ୍ପାଦକ କରୁଛନ୍ତି ।

ନାମଯଜ୍ଞରେ ସତ୍ୟଭୂଷଣ ସାହୁ, ଜଗନ୍ନାଥ ପୁଟା, ଧନସିଂ ପଟେଲ, ଶରତ ଚନ୍ଦ୍ର ହଂସ, ଗୋପାଳ ପ୍ରସାଦ ବେହେରା, ଗୁରୁପ୍ରସାଦ ଦଣ୍ଡେସେନା, ଭୀମସେନ ଖୁଣ୍ଟିଆ, ହୃଷୀକେଶ ପ୍ରଧାନ, ଶଙ୍କର ପରାଭୂଏ, ରାଧେଶ୍ୟାମ ପଟେଲ, ଭୁବନ ପ୍ରଧାନ, ତପନ ବହିଦାର, ରାଜୀବ ଲୋଚନ ସାହୁ ସମେତ ସମସ୍ତ ଗ୍ରାମବାସୀ ପରିଚାଳନା କରିଥିଲେ । ଶନିବାର ନାମଯଜ୍ଞ ପୂର୍ଣ୍ଣାହୂତି ହୋଇ ବୈଠକି କାର୍ଯ୍ୟକ୍ରମ ପରେ ନାମଯଜ୍ଞ ସମ୍ପନ୍ନ ହେବ କମିଟି ପକ୍ଷରୁ କୁହାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...