32.9 C
Balāngīr
Wednesday, April 23, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଆସନ୍ତା ୮ତାରିଖରେ ଧାନର ସହାୟକ ମୂଲ୍ୟ ବଣ୍ଟନ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ଗୋପୀନାଥ ଗୌଡ଼ //
ରାୟଗଡ:-ତା. ୬/୧୨): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆସନ୍ତା ୮ତାରିଖରେ ଚାଷୀମାନଙ୍କୁ ଧାନର ସହାୟତା ମୂଲ୍ୟ ସହିତ କ୍ୱିଣ୍ଟାଲ ପିଛା ୮୦୦ଟଙ୍କା ବଣ୍ଟନ କାର୍ଯ୍ୟକ୍ରମକୁ ବରଗଡ଼ ଜିଲ୍ଲାର ସହେଳା ଠାରେ ଉଦଘାଟନ କରିବେ l39e8ffa6 eb7a 4fbe a12e ef44bbd9e205 ମାନ୍ୟବର ମୁଖ୍ୟମନ୍ତ୍ରୀ ଆସନ୍ତା ୮ତାରିଖରେ ଧାନର ସହାୟକ ମୂଲ୍ୟ ବଣ୍ଟନ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ

ଏଥିସହିତ ଭିଡିଓ କନଫରେନସିଂ ମାଧ୍ୟମରେ ସିଧାପ୍ରସାରଣକୁ ରାଜ୍ୟର ବିଭିନ୍ନ ଜିଲ୍ଲାର ଚାଷୀମାନେ ଦେଖି ପାରିବେ l ଏଥି ନିମନ୍ତେ ରାୟଗଡ଼ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଏକ ପ୍ରସ୍ତୁତି ବୈଠକ ଗତ ତା ୪/୧୨/୨୪ରିଖରେ ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିଲା l ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମକୁ. ଜିଲ୍ଲାର ଚଷୀମାନେ ସିଧାସଳଖ ଦେଖି ପାରିବେ l ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡ଼ିଆ ଠାରେ ଜିଲ୍ଲାର ଚାଷୀମାନଙ୍କ ନିମନ୍ତେ ବ୍ୟବସ୍ଥା କରାଯାଇଛି l ଏହାଦ୍ୱାରା ଚାଷୀମାନେ ଧାନର ସହାୟକ ମୂଲ୍ୟ କ୍ୱିଣ୍ଟାଲ ପିଛା ଟ.୨୩୦୦/-ସହିତ ଇନପୁଟ ସହାୟତା କ୍ୱିଣ୍ଟାଲ ପିଛା ୮୦୦ଟଙ୍କା ପାଇବେ l ଯାହାଫଳରେ ଚାଷୀ ସର୍ବମୋଟ କ୍ୱିଣ୍ଟାଲ ପିଛା ଧାନର ମୂଲ୍ୟ ଟା. ୩୧୦୦/-ଟଙ୍କା ପାଇବେ l

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...