32.9 C
Balāngīr
Thursday, June 12, 2025

ମାରୁତି ସେନା ପକ୍ଷରୁ ଅରିନ୍ଦମ ଦାସ ଓ ସୀତାରାମ ମୂର୍ମୁଙ୍କ ପାଇଁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ

Must read

ରିପୋର୍ଟ : ରଞ୍ଜିତ ବେହେରା
ଢେଙ୍କାନାଳ,(୨୬/୦୯) : ଢେଙ୍କାନାଳ ଜିଲ୍ଲା ମାରୁତି ସେନା ପକ୍ଷରୁ କାମାକ୍ଷାନଗର ଜଗନ୍ନାଥ ମନ୍ଦିର ଠାରେ ସାମ୍ବାଦିକ ସ୍ବର୍ଗତ ଅରିନ୍ଦମ ଦାସ ଏବଂ ଯବାନ ସ୍ୱର୍ଗତ ସୀତାରାମ ମୂର୍ମୁଙ୍କ ଅମର ଆତ୍ମାର ସଦଗତି ପାଇଁ ଦୀପଦାନ ସହ ଭଜନ କୀର୍ତ୍ତନ ଏବଂ ଶୋକସଭା ଅନୁଷ୍ଠିତ ହୋଇଯାଇଛି ।WhatsApp Image 2021 09 27 at 8.42.16 AM ମାରୁତି ସେନା ପକ୍ଷରୁ ଅରିନ୍ଦମ ଦାସ ଓ ସୀତାରାମ ମୂର୍ମୁଙ୍କ ପାଇଁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ

ମାରୁତି ସେନାର ଜିଲ୍ଲା ସଭାପତି ବିକାଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ ଓ ସମାଜସେବୀ ଯୋଗଦାନ କରିଥିଲେ । କଟକ ମୁଣ୍ଡଳୀ ଠାରେ ମହାନଦୀରେ ହୋଇଥିବା ବୋଟ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଟିଭିର ସାମ୍ବାଦିକ ଅରିନ୍ଦମ ଦାସ ଏବଂ ଓଡ୍ରାଫ ଟିମର ସଦସ୍ୟ ସୀତାରାମ ମୂର୍ମୁ ଙ୍କ ଅମର ଆତ୍ମାର ସଦଗତି ପାଇଁ ମାରୁତି ସେନା ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

ଉଭୟଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସାହସ ଓ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ସମସ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...