32.9 C
Balāngīr
Friday, June 13, 2025

ମାଲକାନଗିରିର ବିଜାଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର

Must read

ମାଲକାନଗିରି, (୦୨/୦୬) : ଆପ୍ର. : ଘାଟିରେ ଓଲଟିଲା ବସ୍, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର । ମାଲକାନଗିରି ଜିଲ୍ଲା ବିଜାଘାଟିରେ ସଡକ ଦୁର୍ଘଟଣା।

ବାଲାଜୀ ନାମକ ଏକ ଘରୋଇ ବସ୍ ହାଇଦ୍ରାବାଦରୁ ଭାବନୀପାଟଣା ଆସୁଥିବାବେଳେ ଘାଟି ଉପରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଗୁରୁତରଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବସରେ ୩୦ରୁ ଅଧିକ ଯାତ୍ରୀ ଥିଲେ । ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...