32.9 C
Balāngīr
Wednesday, April 23, 2025

ମାଲିକଙ୍କୁ ହତ୍ୟା କଲା କେୟାର ଟେକର

Must read

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୦୩/୦୩) : ମାଲିକ ହତ୍ୟାକାରୀ କେୟାର ଟେକର । ମାଲିକର ଅତ୍ୟଧିକ ଆକଟକୁ ସହ୍ୟ କରି ନପାରି ତଣ୍ଟି ଚିପି ହତ୍ୟା କରିଛି ଅଭିଯୁକ୍ତ କେୟାରଟେକର ୨୧ ବର୍ଷୀୟ ଦିପକ ବିଶ୍ଵାଳ ।

ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ରାମେଶ୍ଵରପୁରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଉଛନ୍ତି ୭୩ ବର୍ଷୀୟ ବୃଦ୍ଧ ଗିରିଶ କୁମାର ରାଉତ । ଗତ ୨୮ ତାରିଖ ରାତି ୮ଟା ବେଳେ ଘରେ କେହି ନଥିବାର ସୁଯୋଗ ପାଇ ଘର ମାଲିକ ୭୩ ବର୍ଷୀୟ ବୃଦ୍ଧ ଗିରିଶ କୁମାର ରାଉତଙ୍କୁ ବେକକୁ କପଡାରେ ଚାପି ହତ୍ୟା କରିଥିଲା ଅଭିଯୁକ୍ତ ଦିପକ। ପରେ ସେ ଖଟରୁ ଖସି ପଡିଥିବା କହିଥିଲା । ପୋଲିସ କେୟାରଟେକରକୁ ଅଟକ ରଖି ପଚରାଉଚୁରା ପରେ ସବୁ ସତ ମାନିଥିଲା କେୟାର ଟେକର ଦିପକ । ବୃଦ୍ଧ ଘର ମାଲିକ ଜଣଙ୍କ ଶଯ୍ୟାଶାୟୀ ହୋଇଥିବା ବେଳେ ସବୁବେଳେ କେୟାର ଟେକର ଉପରେ ବିଭିନ୍ନ କାରଣକୁ ନେଇ ଚିଡଚିଡା ହେଉଥିଲେ । ଯେଉଁଥିରେ ବିରକ୍ତ ହୋଇ କେୟାର ଟେକର ତାଙ୍କୁ ସୁଯୋଗ ପାଇ ହତ୍ୟା କରି ଦେଇଥିବା ମାନିଛି ବୋଲି କହିଛନ୍ତି ଢେଙ୍କାନାଳ ଏସପି ।

- Advertisement -spot_img

More articles

- Advertisement -spot_img

Latest article

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...

ପଞ୍ଚାୟତିରାଜ ଦିବସରେ ନୂଆ ରାସନ କାର୍ଡ ବାଣ୍ଟିବେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର, (୨୩/୦୪) : ଆପ୍ର. : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ରାଜ୍ଯ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ଯୋଗାଣମନ୍ତ୍ରୀ ସୂଚନା ଦେଇଛନ୍ତି । ପୁରୀରେ ଏହାର...