32.9 C
Balāngīr
Tuesday, May 13, 2025

ମିଡିଆ କ୍ଲବ୍, ଗୁଣପୁର ପକ୍ଷରୁ ପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଗୁଣୁପୁର, (୩୦/୪) : ଆପ୍ର. : ଆଜି ମିଡିଆ କ୍ଲବ, ଗୁଣୁପୁର ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସ୍ଥାନୀୟ ନୂତନ ବସଷ୍ଟାଣ୍ଡ ସମ୍ମୁଖରେ ଏକ ପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମ ମିଡିଆ କ୍ଲବ, ଗୁଣୁପୁରର ଆବାହକ ଜିତେନ୍ଦ୍ର ଶତପଥୀ, ସଭାପତି ଅନୀଲ ସାହୁକାରଙ୍କ ଆହ୍ଵାନ କ୍ରମେ ଅନୁଷ୍ଠିତ ହୋଇଥିଲା । କୋହଳା ପାଗ ଓ ହାଲୁକା ବର୍ଷା ସତ୍ତ୍ୱେ ଶହ ଶହ ଲୋକେ ପଣା ସେବନ କରି ଖୁସି ବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମିଡିଆ କ୍ଲବର ସମ୍ପାଦକ ଜଗନ୍ନାଥ ମହାନ୍ତି, ଉପ ସଭାପତି କୃଷ୍ଣଚନ୍ଦ୍ର ରାଜଗୁରୁଙ୍କ, ସହ ସମ୍ପାଦକ ବିଭୁ ପ୍ରସାଦ ଶତପଥୀ, କୋଷାଧ୍ୟକ୍ଷ ଲକ୍ଷ୍ମୀ ମହାଙ୍କୁଡ, ଶୀଲା ଗମାଙ୍ଗ, ସୁନୀଲ ଶାବତ, ଉମା ମହାଙ୍କୁଡ, ରାକେଶ ପାଢି, ମହେଶ ପାଟ ଖଣ୍ଡାଲ, ଦିଲୀପ ରାଜଗୁରୁ ପ୍ରମୁଖ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...