32.9 C
Balāngīr
Saturday, April 26, 2025

ମୁକୁନ୍ଦିଲାଲ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ଆତ୍ମସୁରକ୍ଷା ତାଲିମ ପ୍ରଦାନ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ତୁରେକେଲା, (୨୩/୦୧) : କଣ୍ଟାବାଞ୍ଜି ସ୍ଥିତ ମୁକୁନ୍ଦିଲାଲ ଅଗ୍ରବାଲ ମହିଳା ମହାବିଦ୍ୟାଳୟରେ ମଙ୍ଗଳବାର ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରାଯାଉଛି ।

ଏଥିରେ ପ୍ରାୟ ୨୫୦ରୁ ଅଧିକ ଛାତ୍ରୀ ସାମିଲ ହୋଇ ଏହି ତାଲିମ ନେଉଛନ୍ତି । ପ୍ରାୟ ୮ ଦିନ ଧରି ତାଲିମ ଦେବା ସହ ଛାତ୍ରୀମାନଙ୍କୁ ସମ୍ପୂଣ୍ଣ ଶକ୍ତ ଓ ପ୍ରତିକୂଳ ପରିସ୍ଥିତିରେ ନିଜେ ଆତ୍ମ ସୁରକ୍ଷା କରି ବାରେ ସହାୟକ ହେବ ବୋଲି ସୁରକ୍ଷା ତାଲିମ କୋଚ୍ ଡାକ ପ୍ରିୟା ନାଗ, ଗୌରୀ ମାଝୀ ଓ ତନୁଶ୍ରୀ ମହାପାତ୍ର କହିଛନ୍ତି । ଏହି ଅବସରରେ କଲେଜ ଅଧ୍ୟକ୍ଷା ରଂଜିତା ଗୁରୁ, ଭାସ୍କର ମେହେର ଓ ଦେବେନ୍ଦ୍ର କୁମାର ପଣ୍ଡା ସହ ଆଉ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ଏହି ତାଲିମ କାର୍ଯ୍ୟ ପରିଚାଳନା କରୁଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...