32.9 C
Balāngīr
Wednesday, April 23, 2025

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କପୁର ଏବଂ ଅଭିନେତା ଅର୍ଜୁନ କପୁର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୨/୦୨) : ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।WhatsApp Image 2025 02 12 at 17.28.49 2 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କପୁର ଏବଂ ଅଭିନେତା ଅର୍ଜୁନ କପୁର

ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଶ୍ରୀ କାପୁର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ଶ୍ରୀ କାପୁର କହିଥିଲେ ଯେ, ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି । ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ । ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକ ମାନେ ଉପସ୍ଥିତ ଥିଲେ ।WhatsApp Image 2025 02 12 at 17.28.49 1 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କପୁର ଏବଂ ଅଭିନେତା ଅର୍ଜୁନ କପୁର

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...