32.9 C
Balāngīr
Wednesday, April 30, 2025

ମୁଖ୍ୟମନ୍ତ୍ରୀ ଚମ୍ପିୟନ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରତିଯୋଗିତା ଆରମ୍ଭ

Must read

ରାୟଗଡା, (୦୯/୦୪) : ଆପ୍ର. : ରାୟଗଡା ଜିଲ୍ଲାସ୍ଥରୀୟ ମୁଖ୍ୟମନ୍ତ୍ରୀ ଚାମ୍ପିୟନ ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରତିଯୋଗିତା ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ଖେଳ ପଡ଼ିଆ ଠାରେ ଶୁଭାରମ୍ଭ ହୋଇଯାଇଛି lWhatsApp Image 2025 04 08 at 17.46.40 ମୁଖ୍ୟମନ୍ତ୍ରୀ ଚମ୍ପିୟନ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରତିଯୋଗିତା ଆରମ୍ଭ

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ଯୋଗଦାନ କରି ଉଦଘାଟନ କରିଥିଲେ l ଏଥିରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ରାୟଗଡା ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ପ୍ରକଳ୍ପ ପ୍ରଶାସକ, ଆଇଟିଡ଼ିଏ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ବିଡିଓ, ରାୟଗଡା ଶ୍ରୀ ସୁଜିତ କୁମାର ମିଶ୍ର, ପୌର ନିର୍ବାହୀ ଅଧିକାରୀ ଶ୍ରୀ କୁଲଦୀପ କୁମାର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲିନୁର, ପୂର୍ବତନ ଫୁଟବଲ ଖେଳାଳି ଶ୍ରୀ ଜଗନମୋହନ ଗନ୍ତାୟତ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ଉଦଘାଟନ ଖେଳରେ ମା ମଝିଘରିଆଣି ଫୁଟବଲ କ୍ଲବ ଓ ବୈରାଗୀ ହାଲୁଆ ଫୁଟବଲ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା l

ଏଥିରେ ମା ମାଝୀ ଘରିଆଣି ଫୁଟବଲ କ୍ଲବ ୩-୦ଗୋଲରେ ବିଜୟ ଲାଭ କରିଥିଲା l ଏହା ୧୫/୦୪/୨୦୨୫ ଯାଏଁ ଚାଲିବ l ଖେଳକୁ ଓଡିଶା ଫୁଟବଲ ଆସୋସିଏସନର ଏମସି ତଥା ଚୟନ କର୍ତା ଶ୍ରୀ ମନୋଜ କୁମାର ନାଏକ, ରେଫରୀ ବନିତା ହିମିରିକା, ପ୍ରଥମ ସହକାରୀ ପ୍ରକାଶ ମlଛକୁଣ୍ଡ,ଦ୍ଵିତୀୟ ସହକାରୀ ଶ୍ରୀ ଦୀନେଶ କୁମାର, ଚତୁର୍ଥ ସହକାରୀ ସୁଶ୍ରୀ ମହନ୍ତ ସରକାର ଆଦି ପରିଚାଳନା କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...