32.9 C
Balāngīr
Tuesday, May 20, 2025

ମୃଦଙ୍ଗା ସାହିରେ ଅଗ୍ନିକାଣ୍ଡ, ୫ ବଖରା ଘର ଭସ୍ମ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଢେଙ୍କାନାଳ, (୧୦/୦୫) : ଆପ୍ର. : ଢେଙ୍କାନାଳ ଟାଉନ ଥାନା ଦେଉଳ ସାହିର ମୃଦଙ୍ଗା ସାହିରେ ଶୁକ୍ରବାର ଦିନ ୧୧ଟା ବେଳେ ଅଗ୍ନିକାଣ୍ଡରେ ୫ ବଖରା ଘର ପୋଡି ଜଳି ଭସ୍ମ ହୋଇଯାଇଛି ।

ସାହିରେ କୌଣସି କାରଣ ବଶତଃ ଅଗ୍ନିକାଣ୍ଡ ଘଟିଥିଲେ ମଧ୍ୟ ଅଗ୍ନି କାଣ୍ଡର କାଣର ଅସ୍ପଷ୍ଟ ରହିଛି । ଖବର ପାଇ ଅଗ୍ନିଶ୍ରମ ବିଭାଗ ସେଠାରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଘରର ସବୁ ଆସବାବପତ୍ର ପୋଡ଼ି ଜଳି ପାଉଁଶ ହୋଇ ଯାଇଛି । ଅଗ୍ନି କାଣ୍ଡରେ ମୃଦଙ୍ଗା ସାହିର ସନା ନାଏକ, ନାଗା ନାଏକ, ଶାନ୍ତି ନାଏକ ଓ ବନୀତା ନାଏକଙ୍କର ୫ ବଖରା ଘର ପୋଡିଯିବା ସହିତ ଆସବାବପତ୍ର ମଧ୍ୟ ପୋଡି ଯାଇଥିଲା । ଘଟଣା ସ୍ଥଳରେ ସଦର ତହସିଲ ଦାର ସ୍ୱାଧୀନ କୁମାର ବେହେରା ଏବଂ ସଦର ଆର.ଆଇ. ପହଞ୍ଚି ତଦନ୍ତ କରିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...