32.9 C
Balāngīr
Tuesday, May 20, 2025

ମେଟ୍ରିକ ପରୀକ୍ଷା ରେ ଉତୀର୍ଣ୍ଣ ଛାତ୍ର ଛାତ୍ରୀଙ୍କୁ ଜିଲ୍ଲା ସ୍ତରୀୟ ସମ୍ବର୍ଦ୍ଧନା

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଗଜପତି, (୭/୫) : ଆପ୍ର. : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ଉତ୍ତୀର୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ଜିଲ୍ଲା ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରଯାଇଅଛି l

ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପାରଳା ବିଧାୟକ ଶ୍ରୀଯୁକ୍ତ ଇଂ ରୁପେଶ କୁମାର ପାଣିଗ୍ରାହୀ ଯୋଗଦେଇଥିଲେ l ଏଥିରେ ବିଧାୟକ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ଉତ୍ତୀର୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ l ଏହି ସମାରୋହରେ ବିଧାୟକ ସମେତ ଜିଲ୍ଲା ପରିଷଦ ଅଧକ୍ଷ ଜି.ତିରୁପତି ରାଓ, ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ, ପୌରପରିଷଦ ଅଧକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ l

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...