32.9 C
Balāngīr
Tuesday, May 13, 2025

ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କେନ୍ଦ୍ରାପଡା, (୨୯/୦୪) : ଆପ୍ର. : ମେ’ ୧ରୁ ବନ୍ଦ ରହିବ ଭିତରକନିକା । ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ । ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ବନ୍ଦ ରହିବ ଭିତରକନିକା । ଏହି ୩ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ । କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି । ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର ।

ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ । ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ । ଅନ୍ୟପଟେ ଭିତରକନିକା ସଂଲଗ୍ନ ନଦୀକୂଳିଆ ଗ୍ରାମବାସୀ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । ତେବେ ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...