32.9 C
Balāngīr
Tuesday, May 13, 2025

ମେ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ଵର, (୦୪/୦୫) : ଆପ୍ର. : ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

ମେ’ ୧ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ଖୁବଶୀଘ୍ର ରେଜଲ୍ଟ ବାହାରିବ ,ନିର୍ଦ୍ଦିଷ୍ଟ ଭାବେ କେବେ ରେଜଲ୍ଟ ବାହାରିବ ତାହା ଜଣାଇ ଦିଆଯିବ । ତେବେ ଆସନ୍ତା ୬ ରେ ଯୁକ୍ତ ଦୁଇ ରେଜଲ୍ଟ ବାହାରିବା ନେଇ ପ୍ରଚାରିତ ହୋଇଥିବା ଖବର ହେବା ସମ୍ପୂର୍ଣ୍ଣ ଗୁଜବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପକ୍ଷରୁ ସୂଚନା ମିଳିଛି । ତେବେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ କୌଣସି ତାରିଖ CHSE ପକ୍ଷରୁ ପ୍ରକାଶ କରାଯାଇନଥିବା ବେଳେ ଗତ ମାର୍ଚ୍ଚ ୨୭ ତାରିଖରେ ପରୀକ୍ଷା ସରିବାପରେ ଏପ୍ରିଲ ୨ ତାରିଖରୁ ୧୨୭୬ଟି କେନ୍ଦ୍ରରେ ଖାତା ମୂଲ୍ୟାୟନ କରାଯାଇଥିଲା ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...