32.9 C
Balāngīr
Sunday, April 20, 2025

ମେ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଭୁବନେଶ୍ୱର, (୨୯/୦୩) : ଆ.ପ୍ର. : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଚଳିତବର୍ଷର ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଶେଷ ହୋଇଛି ।

ତେଣୁ ଏହାର ଫଳ ପ୍ରକାଶ କରିବା ପାଇଁ ସିଏଚ୍‌ଏସ୍‌ଇ ଖାତା ଦେଖିବା ନେଇ ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ଏପ୍ରିଲ୍ ୨ ତାରିଖରୁ ମୂଲ୍ୟାୟନ ଆରମ୍ଭ ହେବ। ମେ ୧୫ ତାରିଖ ସୁଦ୍ଧା ଫଳ ପ୍ରକାଶ ପାଇବ। ସୂଚନାଯୋଗ୍ୟ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି। ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି ।

ଶିକ୍ଷକମାନେ ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ଟି ଖାତା ଦେଖିପାରିବେ । ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁ ନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ କଡ଼ା ନଜର ରଖାଯିବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷାଫଳ ବାହାରିବ ବୋଲି ବୋର୍ଡ ସୂଚନା ଦେଇଛି । ଚଳିତ ବର୍ଷ ରାଜ୍ୟରେ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...