32.9 C
Balāngīr
Saturday, July 12, 2025

ମୌଳିକ ସୁବିଧାରୁ ବଞ୍ଚିତ, ଭୋଟ୍ ବର୍ଜନ କଲେ ଗ୍ରାମବାସୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଦେବଗଡ, (୨୫/୦୫) : ଆଜି ହେଉଛି ତୃତୀୟ ପର୍ଯ୍ୟାୟ ମତଦାନ । ହେଲେ ଏଠି ଭୋଟ ବର୍ଜନ କରିଛନ୍ତି ଗ୍ରାମ ବାସୀ । ସମସ୍ତ ପ୍ରକାର ମୌଳିକ ସୁବିଧାରୁ ବଂଚିତ ହେଉଥିବା ଅଭିଯୋଗ କରିଛନ୍ତି ।

ମୌଳିକ ସୁବିଧାରୁ ବଞ୍ଚିତ, ଭୋଟ୍ ବର୍ଜନ କଲେ ଗ୍ରାମବାସୀ । ସରକାରଙ୍କର ବହୁତ ପ୍ରକାର ଯୋଜନା କିନ୍ତୁ ଏଠି ଅନେକ ଯୋଜନା ପହଁଚି ପାରିନାହିଁ । ଆମେ ଆଦିବାସୀ ଲୋକ ବୋଲି ୨୫ ବର୍ଷର ସରକାର ଆମ ପାଇଁ କୌଣସି ପ୍ରକାର ସୁବିଧା ଯୋଗାଇ ନାହାନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏଠି ପାଣି, ବିଦ୍ୟୁତ, ରାସ୍ତା, ବାସଗୃହ ଏମିତିକି ଅନେକ ପ୍ରକାର ଯୋଜନା ସରକାରଙ୍କର କିନ୍ତୁ ଏଠି ସବୁ ଫେଲ୍ । ଏ ହେଉଛି ଦେବଗଡ ଜିଲ୍ଲା ରିଆମାଳ ବ୍ଲକ ୨୨୪ ନ ବୁଥ୍ ର ତିଲେଇପଶି ଗ୍ରାମର ଭୋଟର୍ ଆଜି ସକାଳୁ ବୁଥ ସାମ୍ନାରେ ମହିଳା ଓ ପୁରୁଷ ଉଭୟ ବସି ଭୋଟ ବର୍ଜନ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...