32.9 C
Balāngīr
Tuesday, May 20, 2025

ଯୁଦ୍ଧ ଭିତରେ ବଡ ଖବର: ରାଜ୍ୟର ସବୁ ଜିଲ୍ଲାପାଳ ଓ ଆରଡିସିଙ୍କ ଛୁଟି ବାତିଲ କଲେ ସରକାର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୧୦/୦୫) : ଆପ୍ର. : ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ବଡ଼ ଖବର । ରାଜ୍ୟର ସବୁ ଜିଲ୍ଲାପାଳ ଓ ଆରଡିସିଙ୍କ ଛୁଟି ବାତିଲ

ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ଦେଶର ପଶ୍ଚିମ ଭାଗରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଛୁଟିରେ ଥିବା ଜିଲ୍ଲାପାଳ ଓ ଆରଡିସିଙ୍କୁ ତୁରନ୍ତ ମୁଖ୍ୟାଳୟକୁ ଫେରିବା ସହ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି । ଏହି ସମୟରେ କୌଣସି ଛୁଟି ମଂଜୁର ହେବ ନାହିଁ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

ସେହିପରି ସବୁ ଆଇପିଏସ ଅଫିସରଙ୍କ ଛୁଟି ବାତିଲ ହୋଇଛି । ଏନେଇ ଗୃହ ବିଭାଗର ଅତିରିକ୍ତ ସଚିବ ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଛନ୍ତି । ସୀମାରେ ଯୁଦ୍ଧ ଚାଲିଥିବା ବେଳେ କେଉଁ ସମୟରେ କିଛି ବି ହୋଇପାରେ, ଏହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...