32.9 C
Balāngīr
Sunday, April 20, 2025

ରମ୍ଭା ଥାନା ଅଞ୍ଚଳରେ ସିରିଜ ମନ୍ଦିର ଚୋରି ଘଟଣା,୩ଅଭିଯୁକ୍ତ ଗିରଫ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଶୁଭଙ୍କର ଦାଶ
ଗଞ୍ଜାମ, (୨୨/୧୨) : ସିରିଜ ମନ୍ଦିର ଚୋରି ଘଟଣାରେ ରମ୍ଭା ଥାନା ପୁଲିସକୁ ମିଳିଛି ବଡ଼ ସଫଳତା । ରମ୍ଭା ଥାନା ଅଞ୍ଚଳରେ ହୋଇଥିବା ସିରିଜ ମନ୍ଦିର ଚୋରି ଘଟଣାରେ ପୁଲିସ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସତ୍ୟବ୍ରତ ଭୂତିଆ ସୂଚନା ଦେଇଛନ୍ତି ।

ଗିରଫ ଅଭିଯୁକ୍ତଙ୍କ ନିକଟରୁ ପୁଲିସ ୫ଟି ଆଇରନ ରୋଡ଼, ହାତୁଡ଼ି ,ନଗଦ ୧୨୫୦ଟଙ୍କା ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ରମ୍ଭା ଥାନା ଅଞ୍ଚଳର ବି ରାଜୁ ପ୍ରଧାନ, ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗ୍ରାମର ଏସ ବାବୁଲା ଓ ମଲାଡ଼ ଗୋଡିବନ୍ଧ ଗ୍ରାମର ଏ. ରାମଚନ୍ଦ୍ର । ଏହି ଅଭିଯୁକ୍ତମାନେ ୭ଟି ମନ୍ଦିର ଓ କିଛି କିରାଣୀ ଦୋକାନୀରୁ ଚୋରି କରିଥିବା ପୁଲିସ ତଦନ୍ତ ବେଳେ ଜଣାପଡିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...