32.9 C
Balāngīr
Saturday, April 26, 2025

ରାଇକିଆ କୁ ପୁଣି ଶୀତଫେରିଛି

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ଜଗଦୀଶ ଦାସ //
ରାଇକିଆ (୧୨/୧୨): କନ୍ଧମାଳ ଜିଲ୍ଲାରାଇକିଆ ବ୍ଲକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଗତ ଦୁଇ ଦିନ ହେବ ପୁଣି ଅସହ୍ୟ ଶୀତ ଅନୁଭୂତ ହେଉଛି ।

ପ୍ରବଳ ଥଣ୍ଡାହେବା ହେତୁ ଲୋକ ମାନେ ବିଭିନ୍ନ ସ୍ଥାନ ରେ ଓ ଘରେ ମଧ୍ୟ ନିଆଁ ଲଗାଇ ବସୁଛନ୍ତି। ଘନ କୁହୁଡି ଓ ଶୀତ ଯୋଗୁଁ ଚାଷୀ ,ଓ ମୂଲିଆ ଲୋକବିଳମ୍ବରେ କ୍ଷେତରେ ଓ କାମକୁ ପହଞ୍ଚି କାମ କରୁଅଛ ନ୍ତି । ଓ ଆଜି ରାଇକିଆ ରେ ବହୁ ସମୟ ପର୍ଯ୍ୟନ୍ତ କୁହୁଡ଼ି ରହିଥିଲା। ଲୋକ ମାନେ ବହୁତ୍ ସକାଳ ଥଣ୍ଡା ପାଇଁ ଚା ଦୋକାନୀଙ୍କ ଠାରେ ଗହଳୀ ଦେଖିବାକୁ ମିଳି ଅଛି।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...