32.9 C
Balāngīr
Sunday, April 20, 2025

ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ,ରେ ଯୋଗ ଦେଲେ ରାଜସ୍ବ ମନ୍ତ୍ରୀ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୭/୦୩) : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କନ୍ଧମାଳ ଜିଲ୍ଲା ରାଇକିଆ ଗସ୍ତ କରି ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ସାମିଲ ହୋଇଥିଲେ ।

ରାଇକିଆ ଶିବ ମନ୍ଦିର ନିକଟ ରେ ଆୟୋଜକ ଜଗନ୍ନାଥ କମିଟି ,ଏବଂ ଦଳୀୟ କର୍ମୀ ମାନେ ତାଙ୍କୁ ଭବ୍ୟ ସ୍ଵାଗତ କରିଥିଲେ । ପରେ ସେ ନାମ ସଙ୍କୀର୍ତ୍ତନ କାର୍ଯ୍ୟକ୍ରମ ରେ ସାମିଲ ହେବା ସହ ଶିବ ମନ୍ଦିର, ବନ ଦୁର୍ଗା ମନ୍ଦୀର ରେ ପହଞ୍ଚି ଦର୍ଶନ ଲାଭ କରିବା ସହ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ରତ୍ନମୁଦ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ । ରାଜସ୍ବ ମନ୍ତ୍ରୀଙ୍କ ସହ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ଜିଲ୍ଲା ଭାଜପା ସଭାପତି ପଣ୍ଡିତ ବିଶ ମାଝୀ, ପୂର୍ବତନ ବିଧାୟକ ମନୋଜ ପ୍ରଧାନ, ପୂର୍ବତନ ବିଧାନସଭା ପ୍ରାର୍ଥୀ ମାନ ଗୋବିନ୍ଦ ପ୍ରଧାନ, ଜଗନ୍ନାଥ ସାହୁ, ଲିଙ୍ଗରାଜ ଦଳ ବେହେରା ପ୍ରମୁଖ ସାମିଲ ହୋଇଥିଲେ । ଓ ବହୁ ଲୋକ ମାନେ ମଧ୍ୟ ଉପ ସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...