32.9 C
Balāngīr
Wednesday, April 30, 2025

ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୂର୍ବତନ ମନ୍ତ୍ରୀପଦ୍ମନାଭ ବେହେରା

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୦/୦୩) : କନ୍ଧମାଳ ଜିଲ୍ଲା ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବର ଏକ ସପ୍ତାହ ବ୍ୟାପୀ ଚାଲିଥିବା କାର୍ଯ୍ୟକ୍ରମରେ ଶନିବାର ସାମିଲ ହୋଇଥିଲେ ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ।WhatsApp Image 2025 03 09 at 12.17.58 ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୂର୍ବତନ ମନ୍ତ୍ରୀପଦ୍ମନାଭ ବେହେରା

ସେ ଦେବ ସ୍ନାନ, ଘୃତ ଯଜ୍ଞ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବନ ଦୁର୍ଗା ମନ୍ଦୀର, ଶିବ ମନ୍ଦିର ଏବଂ ନବ ର୍ନିମିତ ଜଗନ୍ନାଥ ମନ୍ଦିରରେ ପହଞ୍ଚି ଦର୍ଶନ କରିଥିଲେ। ଓ କାର୍ଯ୍ୟଳୟରେ ପହଞ୍ଚି କମିଟି କର୍ମକର୍ତ୍ତାଙ୍କ ସହ କାର୍ଯ୍ୟକ୍ରମ ସଂପର୍କ ରେ ଆଲୋଚନା କରିଥିଲେ । ପରେ ନାମ ଯଜ୍ଞରେ ସାମିଲ ହୋଇ ଭଜନ ଗାଇବା ସହ ନାମ ସଙ୍କୀର୍ତ୍ତନ ରେ ପରିକ୍ରମା କରିଥିଲେ । ରବିବାର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ନିତ୍ୟ ପୂଜା, ହୋମ, ଦେବତା ନଗର ଭ୍ରମଣ କାର୍ଯ୍ୟକ୍ରମ ବହୁ ସୁନ୍ଦର ଭାବେଅନୁଷ୍ଠିତ ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...