32.9 C
Balāngīr
Tuesday, July 15, 2025

ରାଇକିଆ ଜୀବନ ଜ୍ୟୋତି କଲେଜ୍ ରେ ବାର୍ଷିକ ଉତ୍ସବ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୩/୦୧) : କନ୍ଧମାଳ ଜିଲ୍ଲା ରାଇକିଆ ଜୀବନ ଜ୍ୟୋତି କଲେଜ୍ ରେ ବାର୍ଷିକ ଉତ୍ସବ ପାଳନ ହୋଇଅଛି ।

ଏହି କାର୍ଯ୍ୟ ରେ କଲେଜ୍ ଅଧ୍ୟକ ପ୍ରଭାକର ରାଜୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅଥିତି ଭାବେ ଯୋଗ ଦେଇଥିଲେ କନ୍ଧ ମାଳ ସାଂସଦ ସୁକାନ୍ତ ପାଣୀ ଗ୍ରାହୀ,, ସମ୍ମାନନୀୟ ଅତୀଥି ଭାବେ ଯୋଗ ଦେଇଥିଲେ ଜି ଉଦୟ ଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ,, ଓ ଆଇଟିଡିଏ ସହକାରୀ ଯନ୍ତ୍ରୀ, ଉମାକାନ୍ତ ରଥ, ଯୋଗ ଦେଇଥିଲେ । ଛାତ୍ର ଓ ଛାତ୍ରୀ ମାନେ ଉତ୍ତମ ଭାବରେ ଭବିଷ୍ୟତଗଢ଼ିବା ପାଇଁ ଆସି ଥିବା ଅତୀଥି ମାନେ କହିଥିଲେ । ଓ ଅଧ୍ୟାପକ ବେଣୁ ପାଣି ମହାପାତ୍ର, ଏବଂ ଅଧ୍ୟାପିକା ମଞ୍ଜୁଳା ସାହୁ ସଭା ପରିଚାଳନା କରିଥିଲେ । ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଭାବେଓ ଛାତ୍ର ଓ ଛାତ୍ରୀ ମାନେ ମଧ୍ୟ ବହୁ ସୁନ୍ଦର ଭାବେ ଉପ ସ୍ଥିତ ଥିଲେ । ଛାତ୍ର ଓ ଛାତ୍ରୀ ମାନଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟ କର୍ମ ହୋଇ ଥିଲା । ଓ ଏହା ପରେ ଅଧ୍ୟାପିକା କାଜଲ ଦଳାଇ କାର୍ଯ୍ୟ କର୍ମ ଶେଷ ରେ ସମସ୍ତ ଙ୍କୁ ଧନ୍ୟ ବାଦ ଦେଇ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...