32.9 C
Balāngīr
Sunday, July 13, 2025

ରାଇକିଆ ଠାରେ ଭାଜପା ସଭାପତିଙ୍କୁ ସମ୍ବର୍ଦ୍ଧନା: ତୃଣମୂଳସ୍ତରରୁ ଦଳୀୟ ସଂଗଠନ ହେବ ମଜଭୁତ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୦/୦୨) : କନ୍ଧମାଳ ଜିଲ୍ଲା ଭାଜପା ସଭାପତି ପଣ୍ଡିତ କୁମାର ବିସ ମାଝିଙ୍କୁ ରାଇକିଆ ଠାରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।

ଜିଲ୍ଲା ସଭାପତି ଭାବେ ମନୋନୀତ ହେଲା ପରେ ପ୍ରଥମଥର ପାଇଁ ରାଇକିଆ ଆସିଥିବା ଅବସରରେ ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ପୂର୍ବତନ ସଭାପତି ଜଗନ୍ନାଥ ସାହୁ ଏବଂ ଦଳୀୟ କର୍ମୀ ମାନେ ସମ୍ବର୍ଦ୍ଧନା ଜଣାଇଥିବାବେଳେ ସମସ୍ତଙ୍କ ସହଯୋଗରେ ଆଗକୁ ବଢିବା ସହ ତୃଣମୂଳ ସ୍ତରରୁ ଦଳୀୟ ସଂଗଠନ କିପରି ମଜଭୁତ ହୋଇପାରିବ ଏବଂ ସଧାରଣ ଜନତା ଯେପରି ସମସ୍ତ ଯୋଜନାରୁ ଉପକୃତ ହୋଇପାରିବେ ।

ସେ ଦିଗରେ କାର୍ଯ୍ୟ କରିବାକୁ ଜିଲା ସଭାପତି ପରାମର୍ଶ ଦେଇଥିଲେ।ଓ ଅନ୍ୟମାନଙ୍କ ମଧ୍ୟରେ ଅଭିମନ୍ୟୁ ପଣ୍ଡା, ତାପସ ଦଳ ବେହେରା, ଝିଲିମା ଦଳ ବେହେରା, ନାରାୟଣ ପାତ୍ର, ପୂର୍ବତନ ବିଧାନସଭା ପ୍ରାର୍ଥୀ ମାନ ଗୋବିନ୍ଦ ପ୍ରଧାନ, ସନକ ଦିଗାଲ, ନାରାୟଣ ମହାନ୍ତି, କୈଳାସ ପଣ୍ଡାଙ୍କ ସମେତବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...