32.9 C
Balāngīr
Monday, April 28, 2025

ରାଇକିଆ ବଣିକ ସଙ୍ଘର ପ୍ରତିଷ୍ଠା ଦିବସ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୯/୧୨) : କନ୍ଧମାଳ ଜିଲ୍ଲା ରାଇକିଆ ଠାରେ ବୁଧବାର ଦିନ ରାଇକିଆ ବଣିକ ସଙ୍ଘର ୬ଷ୍ଠ ତମ ପ୍ରତିଷ୍ଠା ଦିବସ ବହୁ ସୁନ୍ଦର ଭାବେ ସ୍ଥାନୀୟ ସ୍ୱସ୍ତିକ କଲ୍ୟାଣ ମଣ୍ଡପ ଠାରେ ପାଳନ କରାଯାଇଛି ।WhatsApp Image 2024 12 19 at 17.37.29 1 ରାଇକିଆ ବଣିକ ସଙ୍ଘର ପ୍ରତିଷ୍ଠା ଦିବସ

ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ । ଓ ପ୍ରତିଷ୍ଠା ଉତ୍ସବକୁ ଉଦଘାଟନ କରିଥିଲେ ଏବଂ ବଣିକ ସଙ୍ଘ ଉଦେଶ୍ୟରେ ଭାଷଣ ଦେଇଥିଲେ। ଓ ସମ୍ମାନୀୟ ଅତିଥି ଭାବେ ପୂର୍ବତନ ବିଜେପି ବିଧାୟକ ଶ୍ରୀ ମନୋଜ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ସତ୍ୟବାନ ପାତ୍ର ଯୋଗ ଦେଇ ଉତ୍ସାହିତ କରିଥିଲେ ।

କାର୍ଯ୍ୟକ୍ରମକୁ ସଭାପତି ଶ୍ରୀ ପଦ୍ମଚରଣ ପଣ୍ଡାଙ୍କ ଉପସ୍ଥିତିରେ ଓ ସାଧାରଣ ସମ୍ପାଦକ ଶ୍ରୀ ଦୁର୍ଯ୍ୟୋଧନ ଲେଙ୍କା ପ୍ରତ୍ୟେକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ, ଯୁଗ୍ମ ସମ୍ପାଦକ ଶ୍ରୀ ଶ୍ରୀନୁ ଆଚାରି ଏବଂ ସହ ସମ୍ପାଦକ ଶ୍ରୀ ଦ୍ୟୁତିକୃଷ୍ଣ ପଣ୍ଡା ପରିଚାଳନା ସହ ଧନ୍ୟବାଦ ଅର୍ପଣ ସହ ସଂଯୋଜନା କରିଥିଲେ। ଓ ବଣିକ ସଂଘ ପକ୍ଷରୁ ବହୁ ସୁନ୍ଦର ଭାବେ ସବୁ ଆୟ ଜନ ହୋଇଥିବା ବେଳେ ସବୁ ବଣିକ ସଂଘ ଲୋକ ମାନେ ମଧ୍ୟ ବହୁ ସୁନ୍ଦର ଭାବେ ଉପ ସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...