32.9 C
Balāngīr
Monday, April 28, 2025

ରାଇକିଆ ବ୍ଲକ୍ ଠାରେ ୩୬ଗୋଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରାଇକିଆ ୨୫/୦୩):ଆପ୍ର: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍‌ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ପ୍ରକାର ଅଭିଯୋଗର ଶୁଣାଣି କରିଛନ୍ତି । ସମୁଦାୟ ୩୬ଟି ଅଭିଯୋଗର ଶୁଣାଣି ହୋଇଥିଲା ।27d78563 3ab6 4a71 9213 c8828b60b205 ରାଇକିଆ ବ୍ଲକ୍ ଠାରେ ୩୬ଗୋଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

ସେଥି ମଧ୍ୟରୁ ୧୯ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୁହିକ ଅଭିଯୋଗ ରହିଥିଲା । ବିଶେଷ କରି ପାନୀୟ ଜଳ ସମସ୍ୟା, ଭତ୍ତା, ଆବାସ ଯୋଜନା, ଖାଦ୍ୟ ସୁରକ୍ଷା କାର୍ଡ ସମ୍ପର୍କୀତ ଅଭିଯୋଗ ମଧ୍ୟ ରହିଥିବା ବେଳେ ମଧ୍ୟ ଗ୍ରାମାଞ୍ଚଳ ସମସ୍ୟା ନେଇ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । e1b59f98 6565 4d1f 9356 42372ea21751 ରାଇକିଆ ବ୍ଲକ୍ ଠାରେ ୩୬ଗୋଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସମେତ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ବାଲିଗୁଡ଼ା ଉପ ଜିଲାପାଳ ରିନା ପ୍ରଧାନ, ଜିଲାପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶମ୍ଭୁ ନାଥ ନନ୍ଦୀ , ରାଇକିଆ ବିଡ଼ିଓ ସବ୍ୟସାଚୀ ସାହୁ, ରାଇକିଆ ତହସିଲଦାର ବରିଆଲ ମୁର୍ମୁ ଏବଂ ଜିଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...