32.9 C
Balāngīr
Tuesday, May 13, 2025

ରାଇକିଆ ରେ ଆଜି ଘର୍ ବାରଣ୍ଡାରେ ବସିଥିବାବେଳେ ମାଡ଼ିଗଲା ଅଟୋ, ୩ ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୬/୦୧) : କନ୍ଧମାଳ ଜିଲ୍ଲାରାଇକିଆ ବାସନ୍ତୀ ପଲ୍ଲୀ ଛକ ନିକଟରେ ଆଜି ଅପରାହ୍ନରେ ଘର ବାରଣ୍ଡା ଉପରକୁ ଅଟୋ ମାଡ଼ି ଯାଇ ୩ ଜଣ ଗୁରୁତର ହୋଇଛନ୍ତି ।WhatsApp Image 2025 01 05 at 19.08.10 ରାଇକିଆ ରେ ଆଜି ଘର୍ ବାରଣ୍ଡାରେ ବସିଥିବାବେଳେ ମାଡ଼ିଗଲା ଅଟୋ, ୩ ଗୁରୁତର

ଏକ ଡାଲା ଅଟୋ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ ଘର ବାରଣ୍ଡା ଉପରକୁ ମାଡ଼ି ଯାଇଥିଲା । ଫଳରେ ବାରଣ୍ଡାରେ ବସିଥିବା ତିନିଜଣ ବ୍ୟକ୍ତି ଜଣକ ହେଉ ଛନ୍ତି ଫ୍ରାଞ୍ଚିସ୍‌ ମୁଣ୍ଡା, ମୋହନ ମହାରଣା, ରବି ପଣ୍ଡାଙ୍କୁ ଧକ୍କା ଦେଇଥିଲାଡାଲା ଅଟୋ । ଏହି ତିନିଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରାଇକିଆ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଥିରୁ ଜଣ ଙ୍କ ଅବସ୍ଥା ସଙ୍କଟାପନ୍ନହୋଇ ଥିବାରୁସେହି ଲୋକମୁଣ୍ଡାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇ ଥିବା ଜଣା ପଡିଛି ।

- Advertisement -spot_img

More articles

2 COMMENTS

Comments are closed.

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...