32.9 C
Balāngīr
Wednesday, April 23, 2025

ରାଜଧାନୀରେ ମୋ ବସର ସିରିଜ୍ ଦୁର୍ଘଟଣା; ମୋ ବସ୍ ଧକ୍କାରେ ୪ ଆହତ, ୩ ଗାଡ଼ି କ୍ଷତିଗ୍ରସ୍ତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୧) : ରାଜଧାନୀରେ ସିରିଜ୍ ଦୁର୍ଘଟଣା ଘଟାଇଲା ମୋ ବସ୍ । ରାଜମହଲ-ମାଷ୍ଟରକ୍ୟାଣ୍ଟିନ୍ ଛକ ମଝିରେ ସିରିଜ୍ ଦୁର୍ଘଟଣା ।

ମୋ ବସ୍‌କୁ ଆଉ ଏକ ମୋ ବସ୍ ପିଟିବା ଫଳରେ ପଛରେ ଆସୁଥିବା କାର ସହ ବି ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ସେହିପରି ଏଥିରେ ୩ଟି ଗାଡ଼ି କ୍ଷତିଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି । ବାରମ୍ବାର ମୋ ବସ୍ ଦୁର୍ଘଟଣା ଘଟାଉଛି, ଏଥିପାଇଁ ସେଠାରେ ଉତ୍ତେଜନା ଦେଖାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...