32.9 C
Balāngīr
Friday, April 25, 2025

ରାଜ୍ୟରେ ଅସହ୍ୟ କଲାଣି ତାତି;ପ୍ରଥମ ଥର ପାଇଁ ଫେବୃଆରୀରୁ ୩୭ ଡିଗ୍ରୀ ଛୁଇଁଲା ତାପମାତ୍ରା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୩/୦୨) : ରାଜ୍ୟରେ ଅସହ୍ୟ ହେଲାଣି ତାତି । ଫେବୃଆରୀ ମାସ ନସରୁଣୁ କଲବଲ କଲାଣି ଖରା । ଯାହା ଏବେ ଚିନ୍ତାର କାରଣ ପାଲଟିଲାଣି ।

ଚଳିତ ବର୍ଷ ପାଇଁ ରାଜ୍ୟରେ ପ୍ରଥମ ଥର ଦିନ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଛୁଇଁଛି । ବଲାଙ୍ଗୀରରେ ୩୬ ଡିଗ୍ରୀ ଓ ଭୁବନେଶ୍ବରରେ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ସ୍ଵାଭାବିକଠାରୁ ଅଧିକ ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୨ ରୁ ୩ ଡିଗ୍ରୀ ଅଧିକ ରହିଛି ତାପମାତ୍ରା । ତେବେ ଆସନ୍ତା ୪ ଦିନ ରାତିରେ ପାରଦ ୫ ଡିଗ୍ରୀ ତଳକୁ ଖସିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାଫଳରେ କିଛି ସ୍ଥାନରେ ସାମାନ୍ୟ ଶୀତ ଅନୁଭବ ହେବାର ସମ୍ଭାବନା ସୃଷ୍ଟି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...