32.9 C
Balāngīr
Tuesday, May 13, 2025

ରାଜ୍ୟରେ ଗଠିତ ହେଲା ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୨୭/୦୪) : ଆପ୍ର. : ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ।

ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର ସତ୍ୟବାଦୀ, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲ୍ଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲ୍ଲାର ଉଲୁଣ୍ଡା, ବରଗଡ଼ ଜିଲ୍ଲାର ଭଟଲି, ଝାରସୁଗୁଡ଼ା ଜିଲ୍ଲାର କୋଲାବିରା, ଖୋର୍ଦ୍ଧା ଜିଲ୍ଲାର ବାଣପୁର, କୋରାପୁଟ ଜିଲ୍ଲାର ପଟାଙ୍ଗୀ, ଯାଜପୁର ଜିଲ୍ଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲ୍ଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲ୍ଲାର ତିହିଡ଼ି, ମାଲକାନଗିରି ଜିଲ୍ଲାର ଖଇରପୁଟ, ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଏବଂ ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ । ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...