32.9 C
Balāngīr
Tuesday, May 20, 2025

ରାଜ୍ୟରେ ୨୦ ତାରିଖରୁ ତାତି ବଢ଼ିବା ସମ୍ଭାବନା, ୩ ଦିନ ପରେ ବର୍ଷା ପ୍ରଭାବ କମିବ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୧୮/୦୪) : ଆପ୍ର. : ରାଜ୍ୟରେ ୨୦ ତାରିଖରୁ ତାତି ବଢ଼ିବା ସମ୍ଭାବନା । ଆଗାମୀ ୩ ଦିନ ପରେ ବର୍ଷା ପ୍ରଭାବ କମିବ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି ।

ଆଗାମୀ ୨୪ ଘଣ୍ଟା ଯାଏ ବିଜୁଳି, ଘଡଘଡ଼ି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡଘଡ଼ି ସହ ୫୦-୬୦ କିମି ବେଗରେ ପବନ ବହିବ। ସେହିପରି ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡଘଡ଼ି ସହ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ । ତା ସହ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର , ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି, ଘଡଘଡ଼ି ସହ ୪୦-୫୦ କିମି ବେଗରେ ପବନ ବହିପାରେ । ସେହିପରି ୧୯ ତାରିଖରେ ମଧ୍ୟ ବିଜୁଳି, ଘଡଘଡ଼ି ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...