32.9 C
Balāngīr
Saturday, July 12, 2025

ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ରାୟଗଡା ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାମନାଗୁଡା/ରାୟଗଡା, (୧୨/୦୮) : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନାଗୁଡା ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।WhatsApp Image 2024 08 12 at 19.10.46 1 ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ରାୟଗଡା ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର, ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବି ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୮୯ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୫୭ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୩୨ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l

ଏହି ଅଭିଯୋଗ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମଣ୍ଡଳ, ତହସିଲଦାର ନିର୍ମଳ ଚନ୍ଦ୍ର ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ, ପ୍ରଗ୍ରାମ ଅଧିକାରୀ ବି କମଲାଙ୍ଗୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...