32.9 C
Balāngīr
Monday, April 28, 2025

ରାସ୍ତା ଓ ପାଣି ସମସ୍ୟା ସହ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ବିରୁଦ୍ଧରେ ବେଲପଡା ଛକରେ ରାସ୍ତାରୋକ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୭/୦୩) : ସୁବର୍ଣ୍ଣପୁର ଜିଲ୍ଲା ବିନିକା-ରାମପୁର ମୁଖ୍ୟରାସ୍ତା ବେଲପଡ଼ା ଛକଠାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ ବେଲପଡା ବାସୀ ।WhatsApp Image 2025 03 08 at 09.22.49 ରାସ୍ତା ଓ ପାଣି ସମସ୍ୟା ସହ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ବିରୁଦ୍ଧରେ ବେଲପଡା ଛକରେ ରାସ୍ତାରୋକ

ବର୍ଷବର୍ଷ ଧରି ରାସ୍ତାକାମ କଚ୍ଛପ ଗତିରେ ଚାଲିବା ସହିତ ନିମ୍ନ ମାନର ପାଣି ପାଇପ୍ ଯୋଗୁ ବିନିକା ସହରର ବେଲପଡାବାସୀ ପାଣି ଟୋପାଏ ପାଇବାରୁ ବଞ୍ଚିତ ରହିଥିବା ବେଳେ ବାରମ୍ବାର ଠିକାଦାର ଓ ପିଏଚଡି ବିଭାଗ ଜେଇଙ୍କୁ ଅଭିଯୋଗକଲେ ବି କୌଣସି ସୁଫଳ ନ ମିଳିବାରୁ ବାଧ୍ୟହୋଇ ବେଲପଡ଼ାବାସୀ ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ହେଲେ ପୁଲିସ ଓ ପ୍ରଶାସନକୁ ଲିଖିତ ଆକାରରେ ନ ଜଣାଇବାରୁ ଆନ୍ଦୋଳନ ସ୍ଥଳକୁ ବିନିକା ପୁଲିସ ପହଞ୍ଚି ୪ଜଣ ଆନ୍ଦୋଳନକାରୀକୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରାଉଚରା କରି ସାରିବା ପରେ ସେମାନଙ୍କ ବିରୁଦ୍ଧରେ ଥାନାରେ ମକଦ୍ଦମା ରୁଜୁ କରିବା ସହ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...