32.9 C
Balāngīr
Saturday, July 12, 2025

ରାସ୍ତା କଡ଼ରେ ଛିଡ଼ାହୋଇ ଥିବା ଟ୍ରକକୁ ଧକ୍କା ଦେଲା କାର୍, ସ୍ଵାମୀ-ସ୍ତ୍ରୀ ମୃତ

Must read

ବୌଦ୍ଧ, (୦୩/୦୭) : ଆପ୍ର. : ଦେଇପାରିଲେନି ମୁଖାଗ୍ନି, ଆଖିବୁଜିଲେ ପୁଅ-ବୋହୂ । ବାପାଙ୍କ ଅନ୍ତିମ ସଂସ୍କାର ପାଇଁ ଯାଉଥିଲେ । ଶବ ହୋଇ ଫେରିଲେ ପୁଅ ବୋହୂ ।

ବୌଦ୍ଧ ଜିଲ୍ଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ତମ ଜାତୀୟ ରାଜପଥ ନୂଆପଡ଼ା ନିକଟରେ ମର୍ମତୁଦ ସଡ଼କ ଦୁର୍ଘଟଣା। ରାସ୍ତା କଡ଼ରେ ଛିଡ଼ାହୋଇଥିବା ଏକ ଟ୍ରକକୁ ମୁହାଁମୁଁହି ଧକ୍କା ଦେଇଥିଲା କାର୍। ଘଟଣା ସ୍ଥଳରେ ପତିପତ୍ନୀଙ୍କ ମୃତ୍ୟୁ ଘଟିଥିଲା। ସୂଚନା ଅନୁଯାୟୀ, ଗତ ରାତିରେ ହଟାଠ ବାପାଙ୍କ ଦେହାନ୍ତ ଖବର ପାଇ ସବ ସତ୍କାର କରିବା ପାଇଁ କଳାହାଣ୍ଡି ଜିଲ୍ଲା ନୂଆପଡ଼ାରୁ ନିଜ ଗାଁ ଗଣିଆ ଅଭିମୁଖେ ଯାଉଥିଲେ ସ୍ବାମୀ ସ୍ତ୍ରୀ। ବୌଦ୍ଧ ନୂଆପଡ଼ା ଟୋଲ୍ ଗେଟ୍ ନିକଟରେ ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ସାମ୍ନା ପଟୁ ତାଙ୍କ କାର୍ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ମୃତକ ହେଲେ ରାଜ କିଶୋର ସାହୁ ଓ ସ୍ତ୍ରୀ ମିନାକ୍ଷୀ ସାହୁ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...