32.9 C
Balāngīr
Wednesday, April 23, 2025

ରାୟଗଡା ଜିଲ୍ଲାରେ ଅଦ୍ବିକା ଯୋଜନା ମାଧ୍ୟମରେ କିଶୋର କିଶୋରୀ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୩/୨) : ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାବରିଙ୍କ ଅନୁମୋଦନ କ୍ରମେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମିଳିତ ସଂଯୋଜନାରେ ଜିଲ୍ଲାରେ ଅଦ୍ବିକା ଯୋଜନା ମାଧ୍ୟମରେ ଏକ ଦିନିଆ କିଶୋର କିଶୋରୀ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।WhatsApp Image 2025 02 13 at 19.10.05 ରାୟଗଡା ଜିଲ୍ଲାରେ ଅଦ୍ବିକା ଯୋଜନା ମାଧ୍ୟମରେ କିଶୋର କିଶୋରୀ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

ଜିଲ୍ଲା ସମାଜ ମଙ୍ଗଳ ଉପ ବିଭାଗର ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତିମା ଦାସ, ଆକ୍ସନ ଏଡ଼ ତରଫରୁ ବାଲ୍ୟ ବିବାହ ନିଷେଧ ଜିଲ୍ଲା ପରାମର୍ଶଦାତା ରତନେଶ୍ୱର ସାହୁ, ବରିଷ୍ଠ ରାଜସ୍ବ ସହାୟକ ସୂର୍ଯ୍ଯ ନାରାୟଣ ନାୟକ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମ ଅଧୀନରେ କିଶୋର କିଶୋରୀ ମାନେ ଓ୍ବାର୍ଲ୍ଡ ସ୍କିଲ ସେଣ୍ଟର, କଳିଙ୍ଗ ଷ୍ଟାଡିୟମ ଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପ୍ରଭ୍ରୁଡି ବୁଲି ଦେଖିଥିଲେ।

ଅଦ୍ବିକା କ୍ଲବର ସଦସ୍ଯ ସଦସ୍ୟା ମାନେ ବିଭିନ୍ନ ଦକ୍ଷତା ବିକାଶ ଦ୍ବାରା ନିଜେ ଆତ୍ମ ନିର୍ଭରଶୀଳ ହୋଇ ପାରିବେ ତେଣୁ କେଉଁ ଦିଗ ପ୍ରତି ଗୁରୁତ୍ବ ଦେବାକୁ ହେବ ତାକୁ ଆଧାର କରି ଏହି ସ୍ବତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଛି ବୋଲି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବିନ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କୁମାରୀ ବିଚିତ୍ରା ସେଠି ମତ ଦେଇଥିଲେ । ଏହାପରେ କିଶୋର କିଶୋରୀ ମାନେ ନିଜ ନିଜ ଘରକୁ ଫେରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...