32.9 C
Balāngīr
Friday, April 25, 2025

ରାୟଗଡା ଜିଲ୍ଲା ଭିନ୍ନକ୍ଷମ ମହାସଂଘ ର ଚଇତି ମହୋତ୍ସବ ପାଈଁ ସ୍ମାରକ ପତ୍ର ପ୍ରଦାନ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୮/୧୧) : ରାୟଗଡା ଜିଲ୍ଲା ଭିନ୍ନକ୍ଷମ ମହାସଂଘ ର ଚଇତି ମହୋତ୍ସବ ପାଈଁ ସ୍ମାରକ ପତ୍ର ପ୍ରଦାନ।WhatsApp Image 2024 11 28 at 19.07.32 ରାୟଗଡା ଜିଲ୍ଲା ଭିନ୍ନକ୍ଷମ ମହାସଂଘ ର ଚଇତି ମହୋତ୍ସବ ପାଈଁ ସ୍ମାରକ ପତ୍ର ପ୍ରଦାନ

ରାୟଗଡା ଜିଲ୍ଲା ଲୋକ ମହଉତ୍ସବ ଓ ପଲ୍ଲୀଶ୍ରୀ ମେଳା ଚଇତି ମହଉତ୍ସବ ୨୦୨୪ ରେ ରାୟଗଡା ଜିଲ୍ଲା ଭିନ୍ନକ୍ଷମ ଭାଈ ଭଉଣୀ ଙ୍କୁ ଏହି ଚଇତି କାର୍ଯକ୍ରମ ରେ ବିଭିନ୍ନ ସାଂସ୍କୃତି କାର୍ଯ୍ୟକ୍ରମରେ ସୁଯୋଗ ଦେବା ପାଇଁ ଆଜି ୨୮ ତାରିଖ ଗୁରୁବାର ଦିନ ରାୟଗଡା ଜିଲ୍ଲା ଭିନ୍ନକ୍ଷମ ମହାସଂଘ ର ସଭାପତି ଶିଶିର ରାଉଳ ସମ୍ପାଦକ ଶ୍ରୀ ଅମରେନ୍ଦ୍ର ନାଥ ଓ ସଂଘର ସଦସ୍ୟ ମାନେ ଜିଲ୍ଲା ସଂସ୍କୃତି ଅଧିକାରୀ ସସ୍ମିତା ବାଉରୀ ଙ୍କୁ ଜିଲ୍ଲାପାଳ ଙ୍କ ଉଦେଶ୍ୟ ରେ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି ଏହି ସ୍ମାରକ ପତ୍ରରେ ଦିବ୍ୟାଙ୍ଗ ଭାଈ ଓ ଭଉଣୀ ଚଇତି ମହୋତ୍ସବ ଉପୋଲକ୍ଷେ ଗାଇଥିବା ସଂଗୀତ କୁ ଚଇତି ରେ ଅଗ୍ରାଧିକାର ଦିଆଯାଉ ଏବଂ ଦିବ୍ୟାଙ୍ଗ ଭାଈ ଭଉଣୀ ରାଜ୍ୟ ସ୍ତରିଅ ରେ ସମ୍ମାନିତ ହୋଇଥିବା ବ୍ୟକ୍ତି ଙ୍କୁ ଚଇତି ରେ ସମ୍ମାନିତ କରିବା ପାଇଁ ସଂଘ ତରଫରୁ ଏକ ଦାବି ପତ୍ର ଜିଲ୍ଲାପାଳ ଙ୍କୁ ଜଣାଇଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...