32.9 C
Balāngīr
Wednesday, April 30, 2025

ରାୟଗଡା ଡିଜିଟାଲ ମିଡ଼ିଆ ସଙ୍ଘର ବନ୍ଧୁମିଳନ

Must read

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାୟଗଡା, (୧୦/୦୨) : ରାୟଗଡା ଡିଜିଟାଲ ମିଡ଼ିଆ ସଙ୍ଘର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁମିଳନ ଉତ୍ସବ ରାୟଗଡା ପିତାମହଲର ବନଦୁର୍ଗା ମନ୍ଦିର ନିକଟରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅତିରିକ୍ତ ଅଧିକାରୀ ଡମ୍ବୁରୁଧର ପଣ୍ଡା ଯୋଗଦେଇ ଥିବା ବେଳେ ଡିଜିଟାଲ ମିଡ଼ିଆ ସଙ୍ଘର ସଭାପତି ଅଞ୍ଜନ ନାଏକ, ପୂର୍ବତନ ସଭାପତି ଆଶୁତୋଷ ପଟ୍ଟନାୟକ, ସମ୍ପାଦକ ସନ୍ତୋଷ ବେହେରା, ଉପଦେଷ୍ଟା ପ୍ରସାଦ ଲିମା, ଉପ ସଭାପତି ଗୋପୀନାଥ ଗୌଡ଼, କେ.କେ.ଏମ୍‌. ପଟ୍ଟନାୟକ ମଞ୍ଚାସୀନ ଥିଲେ । ବନ୍ଧୁମିଳନ କାର୍ଯ୍ୟକର୍ମରେ ଖଗେଶ୍ୱର ସିଂ ସଭା ପରିଚାଳନା କରିଥିଲେ ।

ଜିଲ୍ଲାର ୧୧ଟି ବ୍ଳକର ଡିଜିଟାଲ ମିଡିଆର ସାମ୍ବାଦିକମାନେ ଉପସ୍ଥିତ ରହି ସମ୍ବାଦିକଙ୍କ ଭୂମିକା କଣ ରହିଛି, କଣ ରହିବ ଉଚିତ ସେ ସମ୍ପର୍କରେ ଆଲୋଚନା କରିଥିଲେ । ଜିଲ୍ଲା ସୂଚନା ଅଧିକାରୀଙ୍କୁ ସାମ୍ବାଦିକଙ୍କ ପାଇଁ ପାତର ଅନ୍ତର ନରଖି ସମସ୍ତଙ୍କୁ ସମ୍ମାନ ଦୃଷ୍ଟି ଦେବା ପାଇଁ ଅନୁରୋଧ କରିଥିଲେ । ଅତିରିକ୍ତ ସୂଚନା ଅଧିକାରୀ ଗୁଗୁଲ ମିଟ କରିବା ପାଇଁ ଉପଦେଶ ଦେଇ ଉପସ୍ଥିତ ନୂତନ ସଭ୍ୟଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ଉପଢେ଼ଖକନ ଦେଇ ସମ୍ମାନିତ କରାଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ପାଣି ପାଇଁ ରାଜ ରାସ୍ତାରେ ମହିଳା

ଟିଟିଲାଗଡ଼, (୨୯/୦୪) : ଆପ୍ର. : ନିର୍ବାଚନ ମଣ୍ଡଳୀରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଳ କଷ୍ଟ ମଧ୍ୟ ଦେଖା ଦେଇଛି । ଗୁଡ଼ଭେଳା ବ୍ଲକ ଧରୁଆପଡା ଛକରେ ମହିଳାମାନେ ରାଜରାସ୍ତାକୁ ଓଲ୍ଲାଇ...

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର, (୨୯/୦୪) : ଆପ୍ର. : ପ୍ରେମ ପାଇଁ ଜୀବନ ହାରିଲେ ଯୁବକ। ବରମୁଣ୍ଡା ଅଞ୍ଚଳ ସ୍ଥିତ ଦଳିତ ସାହିରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ମୃତ ଯୁବକ ଉକ୍ତ ଅଂଚଳର ରାହୁଲ...

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ

ମୟୁରଭଞ୍ଜ, (୨୯/୦୪) : ଆପ୍ର. : ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଅମରଦାର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏହି ଦୁଖଦ ଘଟଣା । ମୃତକ ହେଲେ...

ଅଶ୍ଳୀଳ ଭିଡିଓ ଦେଖିବା ପରେ ୪ ବର୍ଷୀୟା ଭାଣିଜୀକୁ ଦୁଷ୍କର୍ମ କରି ହତ୍ୟା, ମାମୁ ଗିରଫ

ଗଞ୍ଜାମ, (୨୯/୦୪) : ଆପ୍ର. : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଖଲିଙ୍ଗି ଅଞ୍ଚଳରେ ୪ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଶିଶୁ କନ୍ୟାକୁ ନିଜ ମାମୁ...