32.9 C
Balāngīr
Tuesday, May 13, 2025

ରାୟଗଡା ପୂର୍ବତନ ବିଡିଓଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୮/୧୨) : ଶନିବାର ଦିନ ରାୟଗଡା ପୂର୍ବତନ ବିଡିଓ ଅମୂଲ୍ୟ କୁମାର ସାହୁଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି ।WhatsApp Image 2024 12 28 at 17.37.25 ରାୟଗଡା ପୂର୍ବତନ ବିଡିଓଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଅଧ୍ୟକ୍ଷା ଟୁନି ହୁଇକା, ଉପାଧ୍ୟକ୍ଷ ହର ପ୍ରସାଦ ହେପୃକା, ରାୟଗଡା ଉପ ଜିଲ୍ଲାପାଳ କଲ୍ୟାଣୀ ସଂଘମିତ୍ରା ଦେବୀ, ତହସିଲଦାର ପ୍ରିୟଦର୍ଶିନୀ ସ୍ୱାଇଁ, ନୂତନ ବିଡିଓ ସୁଜିତ ମିଶ୍ର, ଏବିଡିଓ କାଳୁ ଚରଣ ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ରାକେଶ ସାହୁ, ଏ ସାନମୁଖା ପାତ୍ର, ସମସ୍ତ ନିର୍ବାହୀ ଅଧିକାରୀ, ଯନ୍ତ୍ରୀ ଓ ଅନ୍ୟାନ୍ୟ ବ୍ଲକ କର୍ମକର୍ତ୍ତା ଉପସ୍ଥିତ ଥିଲେ । ପୂର୍ବତନ ବିଭାଗୀୟ ଅଧିକାରୀ ଦେବୀଦତ୍ତ ଧୀବର, ଏନ୍ ନରେନ୍ଦ୍ର ରାଓ ଓ ବିପିଏମ କମଳିନୀ ପଢ଼ିହାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା । ଶ୍ରୀ ଅମୂଲ୍ୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଓ ଲୋକସମ୍ପର୍କ ନିମନ୍ତେ ସମସ୍ତେ ଭୂୟସୀ ପ୍ରଶଂସା କରିଥିଲେ । ଏହା ସହିତ ନୂତନ ଭାବେ ଯୋଗଦାନ କରିଥିବା ବିଡିଓ ସୁଜିତ ମିଶ୍ରଙ୍କୁ ଗୃହରେ ସ୍ୱାଗତ ଜଣାଇଥିଲେ । ଏବିଡିଓ କାଳୁ ଚରଣ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

- Advertisement -spot_img

More articles

1 COMMENT

Comments are closed.

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...