32.9 C
Balāngīr
Tuesday, May 20, 2025

ରେଳଧାରଣା ରୁ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଟିଟିଲାଗଡ଼, (୨୮/୧୨) : ରେଳଧାରଣା ରୁ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଓ ରହେନଭଟ ରେଳ ଷ୍ଟେସନ ମଝିରେ ଥିବା ଶିରୋଲ ଗାଁ ନିକଟ ଟ୍ରେନ୍‌ ଲାଇନ୍‌ରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି ।

ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ଶିରୋଳ ଗାଁ ରେଳ ଲାଇନ୍‌ ନିକଟରେ ଜଣେ ମହିଳାଙ୍କ ମୃତଦେହ ପଡିଥିବାର ସ୍ଥାନୀୟ ଲୋକମାନେ ଦେଖିଥିଲେ । ଏହାପରେ ତୁରନ୍ତ ସ୍ଥାନୀୟ ପୋଲିସ ଏବଂ ଜିଆର୍‌ପିକୁ ଜଣାଇଥିଲେ । ଖବର ପାଇ ରେଲଓ୍ୱେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ କରିଛି । ତେବେ ପ୍ରାଥମିକ ତଦନ୍ତରୁ ମହିଳାଙ୍କ ନାମ କମଳା ରଣା ବୋଲି ଜଣାପଡିଛି । ତେବେ ପାରିବାରିକ କଳହରୁ ସେ ନିଜ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଏବଂ ପୁରା ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...