32.9 C
Balāngīr
Saturday, April 26, 2025

ରେଳ ଲାଇନ ରେ ଦୁଇ ମହିଳାଙ୍କ ମୃତ ଦେହ ଉଦ୍ଧାର

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ଗୋପୀନାଥ ଗୌଡ଼ //
ବଲାଙ୍ଗିର, ତା୧୩-୦୧୨: ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ କଣ୍ଟାବାଞ୍ଜି ରେଳ ଷ୍ଟେସନ ନିକଟସ୍ତ କୁକୁଡାହାଡ଼ ଗ୍ରାମ ରେଳ ଲାଇନ ନିକଟ ରୁ ଦୁଇ ଜଣ ମହିଳାଙ୍କ କ୍ଷତ, ବିକ୍ଷତ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ଅଞ୍ଚଳ ରେ ବେଶ ଚର୍ଚ୍ଚା ର ବିଷୟ ପାଲଟିଛି ।

ଉକ୍ତ ଦୁଇ ମୃତ ମହିଳାଙ୍କ କୌଣସି ପରିଚୟ ବର୍ତ୍ତମାନ ସୁଦ୍ଧା ମିଳି ପାରି ନ ଥିବା ବେଳେ ଗୋଟିଏ ମହିଳାଙ୍କ ମୃତ ଦେହ ରେଳ ଟ୍ରାକର ବାହାରେ ପଡ଼ିଥିବା ବେଳେ ଅନ୍ୟ ଜଣେ ମହିଳାଙ୍କ ମୃତ ଦେହ ରେଳ ଟ୍ରାକ ଭିତରେ ପଡି ରହିଛି । କୌଣସି ଟ୍ରେନ ଦୁଇ ମହିଳାଙ୍କୁ ଧକ୍କା ଦେବା ଫଳରେ ସେମାନଙ୍କ ମୃତ୍ୟୁ ଘଟିଛି ନା କିଏ ହତ୍ୟା କରି ଫିଙ୍ଗି ଦେଇଛି ତାହା ଜିଆରପି ପୋଲିସ ତଦନ୍ତ ଆରମ୍ଭ କରିଛି ବୋଲି ପ୍ରକାଶ କରିଛି । ଅନ୍ୟ ପକ୍ଷରୁ ମୃତ ଦୁଇ ମହିଳା ଏ ଅଞ୍ଚଳର ନୁହେଁ ବୋଲି ପ୍ରକାଶ ପାଇଛି । ଏ ନେଇ ଜିଆରପି ପୋଲିସ ଏକ ମାମଲା ଦାୟର କରି ସବିଶେଷ ତଦନ୍ତ କରିଥିବା ସୂଚନା ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...