32.9 C
Balāngīr
Tuesday, May 20, 2025

ରୋଷେଇ ନିଆଁର ଧୂଆଁ ହେଲା କାଳ: ମହୁମାଛି ଆକ୍ରମଣରେ ଅବସରପ୍ରାପ୍ତ ପ୍ରାଣୀ ଚିକିତ୍ସକ ମୃତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଅନୁଗୁଳ, (୦୫/୦୫) : ଆପ୍ର. : ମହୁମାଛି ଆକ୍ରମଣରେ ଅବସରପ୍ରାପ୍ତ ପ୍ରାଣୀ ଚିକିତ୍ସକ ମୃତ । ୨୫ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି ।

ଅନୁଗୁଳ ଜିଲ୍ଲା ଛେଣ୍ତିପଦା କମ୍ପସଲା ପଞ୍ଚାୟତ ହରିହରପୁର ଗାଁ’ରେ ଏପରି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ କଣିହାଁ ଥାନା ହରିହରପୁର ଗାଁର ବିପିନ୍ ପ୍ରଧାନ । ସୂଚନା ଅନୁସାରେ ରୋଷେଇ ନିଆଁର ଧୂଆଁ ବାହାରି ଏକ ମହୁ ଫେଣାରେ ବାଜିବା ପରେ ମହୁମାଛି ଆକ୍ରମଣ କରିଥିଲେ । ପାଖାପାଖି ୨ ଶହ ମିଟର ଉପରକୁ ଧୂଆଁ ଉଠି ମହୁ ଫେଣାରେ ବାଜିଥିଲା । ମହୁମାଛି ଗୋଡେଇ ଗୋଡେଇ ଲୋକଙ୍କୁ ଆକ୍ରମଣ କରିଥିଲେ । ପାଖାପାଖି ୨୫ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଥିବା ବେଳେ ଏଥିରେ ଜଣେ ପ୍ରାଣୀ ଚିକିତ୍ସକ ଗୁରୁତର ହୋଇଥିଲେ । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...