32.9 C
Balāngīr
Wednesday, April 23, 2025

ଲାଞ୍ଚ ନେବା ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍

Must read

ଫୁଲବାଣୀ, (୨୯/୦୩) : ଆ.ପ୍ର. : ଲାଞ୍ଚ ନେବା ମାମଲାରେ ଜଣେ ପୂର୍ବତନ ହେଲଥ୍ ଅଫିସର ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

ସେ ହେଲେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ହେଲଥ ଅଫିସର ତଥା ତାଳଚେର ସବ-ଡିଭିଜନ ହସ୍ପିଟାଲର ମେଡ଼ିକାଲ ଅଫିସର ନୀତିଶ ନିଶାନ୍ତ ମାଲୁ । ଏକ ଲାଞ୍ଚ ନେବା ମାମଲାରେ ଫୁଲବାଣୀ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ଡାକ୍ତର ନୀତିଶ ନିଶାନ୍ତ ମାଲଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ ସହିତ ଜରିମାନ ଦଣ୍ଡରେ ଦଣ୍ଡିତ କରିଛନ୍ତି ଫୁଲବାଣୀ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ । ୨୦୧୮ରେ ଜଣେ ହେଲଥ ୱାର୍କରଙ୍କ ଠାରୁ ବିଲ ପାସ୍ କରାଇଦେବାକୁ ୭୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଥିଲେ

 

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...