32.9 C
Balāngīr
Tuesday, May 20, 2025

ଲୁହା ରଡ୍‌‌ରେ ପିଟି ପିଟି ହତ୍ୟା, ଅଭିଯୁକ୍ତକୁ କାବୁ କଲା ପୁଲିସ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

କଟକ, (୦୪/୦୫) : ଆପ୍ର. : ସଦର ଥାନା ଗୋପାଳପୁର ବଢ଼େଇ ସାହିରେ ହତ୍ୟାକାଣ୍ଡ। ଜଣେ ବ୍ୟକ୍ତିଙ୍କୁ ଲୁହା ରଡ୍‌‌ରେ ପିଟି ପିଟି ହତ୍ୟା କରାଯାଇଥିବା ସୂଚନା ମିଳିଛି ।

ଜଳଖିଆ ଦୋକାନରେ ବସିଥିବାବେଳେ ପିଟିପିଟି ହତ୍ୟା କରାଯାଇଛି । ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଥିଲା । ପ୍ରାରମ୍ଭିକ ତଦନ୍ତ ପରେ ହତ୍ୟାକାଣ୍ଡ ଭିଆଇଥିବା ଅଭିଯୁଚୁ ପୁଲିସ ଚିହ୍ନଟ କରିଥିଲା । ସ୍ଥାନୀୟ ଅଞ୍ଚଳରୁ କୌଶଳକ୍ରମେ ଖସି ଯିବାକୁ ଉଦ୍ୟମ କରୁଥିବା ଅଭିଯୁକ୍ତକୁ ପୁଲିସ ପୁଲିସ କାବୁ କରିବାରେ ସଫଳ ହୋଇଥିଲା । ସାଇଣ୍ଟିଫିକ୍‌‌ ଟିମ ସହ ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବାବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ବୋଲି ସୂଚନା ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...