32.9 C
Balāngīr
Sunday, April 20, 2025

ଲେଫ୍ଟନେଣ୍ଟ କର୍ନେଲ ଙ୍କ ଶ୍ରୀରାମ ଡିଗ୍ରୀ କଲେଜ ନିରୀକ୍ଷଣ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୧୬/୧) : ଶ୍ରୀରାମ ଡିଗ୍ରୀ କଲେଜ ରେ ଥିବା ଏନ ସି ସି ବିଙ୍ଗ କୁ ପରିଦର୍ଶନ ଜରିଛନ୍ତି ।

ସଜି ବ୍ରହ୍ମପୁର ରୁ ଏନ ସି ସି ଲେଫ୍ଟନେଣ୍ଟ କର୍ନେଲ ସମୀର କର କାଶୀନଗର ଠାରେ ଥିବା ଶ୍ରୀରାମ ଡିଗ୍ରୀ କଲେଜରେ ଥିବା ୫୦ ଜଣ କୁ ନେଇ ଗଠିତ ଯୁବ ଏନସିସି କ୍ୟାଡଟ ଙ୍କୁ ପରିଦର୍ଶନ ପାଇଁ ସକାଳ ୧୧ ଟା ରେ ପହଂଚି ଥିଲେ। କଲେଜ ଅଧ୍ୟକ୍ଷ ପ୍ରଶାନ୍ତ ବନ ପାଲି ଓ ଏନ ସି ସି ଅଫିସର ପଡଲା ଭେଙ୍କଟ ରାଓ ଶ୍ରୀ କର ଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ । ଏନ ସି ସି କ୍ୟାଡଟ ମାନଙ୍କ ତରଫରୁ ସ୍ୱତନ୍ତ୍ର ଅବିବଧାନ ଦିଆଯାଇଥିଲା | ବନପାଲି ଏହି ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...