32.9 C
Balāngīr
Tuesday, May 13, 2025

ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୨୮/୧୨) : ସାଧାରଣ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଦେବା ପାଇଁ ସରକାର ମାଗଣା ଚିକିତ୍ସା ସୁବିଧା ସହ ଯୋଗାଉଛନ୍ତି ମାଗଣା ମେଡିସିନ । ଏଥିପାଇଁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା ।

ଏହାର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି । ଏପରି ଏକ ଦୃଶ୍ୟ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ବିଜୟ ଆଦିଗନ୍ଦପୁର ନିକଟ ରାସ୍ତା ନିକଟରେ ଦେଖିବାକୁ ମିଳିଥିବା ବେଳେ ଏହା ସାଧାରଣ ଲୋକଙ୍କୁ ବିଚଳିତ କରିଛି । ଫିଙ୍ଗା ଯାଇଥିବା ଔଷଧ ମଧ୍ୟରେ ଟାବଲେଟଠୁ ଆରମ୍ଭ କରି ସିରପ ପର୍ଯ୍ୟନ୍ତ ରହିଛି । ବହୁ ମେଡିସିନର ଏକ୍ସପାରୀ ଡେଟ୍ ସରି ଯାଇଥିବା ବେଳେ ଆଉ ବହୁ ମେଡିସିନର ଏକ୍ସପାରୀ ଡେଟ ବି ସରିନି । କିନ୍ତୁ ଲୋକେ ଖାଇବା ବଦଳରେ ତାହାକୁ କିଏ ଓ କାହିଁକି ଏପରି ଫିଙ୍ଗିଲା ତାହା ସ୍ପଷ୍ଟ ହୋଇ ପାରିନି। ଏହାର ତଦନ୍ତ ପାଇଁ ଦାବି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...