32.9 C
Balāngīr
Sunday, July 13, 2025

ଲୋକ କଳା ମହୋତ୍ସବ ଉଦଘାଟିତ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କୋଣାର୍କ, (୧୪/୦୨) : ସାଂସ୍କୃତିକ ଅନୁଷ୍ଠାନ ନାଟ୍ୟ ଦୀପ ପକ୍ଷରୁ ଆୟୋଜିତ ଷଷ୍ଠ ଲୋକ କଳା ମହୋତ୍ସବ ଆଜି ଉଦଘାଟିତ ହୋଇଯାଇଛି ।

ଏହି ସାଂସ୍କୃତିକ ସଂଧ୍ୟାର କାର୍ଯ୍ୟକ୍ରମକୁ ପୁରୀ ଜିଲ୍ଲାର ବିଜେପି ସଭାପତି ଦେବେନ୍ଦ୍ର ନାଥ ଶର୍ମା, ନାବାର୍ଡର ଆଞ୍ଚଳିକ ମହା ପ୍ରବନ୍ଧକ ବାଉରିବନ୍ଧୁ ଗୋଛାୟତ, ନାଟ୍ୟ ଚେତନାର ନିର୍ଦ୍ଦେଶକ ସୁବୋଧ ପଟ୍ଟନାୟକ, ସମାଜସେବୀ ମନୋଜ କୁମାର ନାୟକ, ସମାଜସେବୀ ପ୍ରଫୁଲ୍ଲ କୁମାର ପାତ୍ର, ଗବେଷକ ସଞ୍ଜୟ ବରାଳ ଓ ସମାଜସେବୀ ସୁରେନ କୁମର ପାଲ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । କଟକର ଲୋକଶାସ୍ତ୍ର କଳା ପରିଷଦ ପକ୍ଷରୁ ସମ୍ବଲପୁରୀ ନୃତ୍ୟ, କୋଣାର୍କର ନାଟ୍ୟ ଦୀପ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଗୁରୁ ପ୍ରିୟଙ୍କା ଦାଶ ଓ ସାଥିମାନଙ୍କ ପକ୍ଷରୁ ଓଡିଶୀ ନୃତ୍ୟ ପରିବେଷଣ କରାଯିବ।

ଏହି ଅବସରରେ ଲୋକକଳା ମହୋତ୍ସବ ପୂର୍ବରୁ କୋଣାର୍କ ନିକଟସ୍ଥ ରାଉଳପାଟଣାର କୋଣାର୍କ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ସମ୍ବଲପୁରି ନୃତ୍ୟ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ନାଟ୍ୟ ଦୀପ ସାଂସ୍କୃତିକ ଅନୁଷ୍ଠାନର ନିର୍ଦ୍ଦେଶକ କାଳନ୍ଦୀ ସ୍ବାଇଁ, ସହ ନିର୍ଦ୍ଦେଶକ ନିତ୍ୟାନନ୍ଦ ମହାରଣା, ମାନସ ବିଶ୍ବାଳଙ୍କ ସମେତ ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...