32.9 C
Balāngīr
Tuesday, May 13, 2025

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର

ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲା ରାଏବୋଗା ଥାନାର ହୋମ୍ଗାର୍ଡ ରଶ୍ମିରଞ୍ଜନ ସାହୁ ଗୁରୁତର ଆହତ ହୋଇ ରାଞ୍ଚତ୍ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଘଟଣାସ୍ଥଳରେ ତାଙ୍କ ସ୍ତ୍ରୀ, ଶଳାକ, ଆଈ ଓ ଜଣେ ସମ୍ପର୍କୀୟ ମହିଳାଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି । ରାଞ୍ଚତ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି ।

ସୂଚନା ମୁତାବିକ, ରାଉଲକେଲା ରାଏବଗା ଥାନାର ହୋମଗାର୍ଡ ଭାବରେ କାମ କରୁଥିବା ରଶ୍ମି ରଞ୍ଜନ ସାହୁଙ୍କ ଗତ ୨୦ ତାରିଖରେ ବାହାଘର ହୋଇଥିଲା । ନୂଆ ବାହା ହୋଇଥିବାରୁ ସେ ଓ ତାଙ୍କ ସ୍ତ୍ରୀଙ୍କ ସହ ଶାଳକ, ଆଇ ଓ ଜଣେ ସମ୍ପର୍କୀୟ ମହିଳାଙ୍କୁ ସାଙ୍ଗରେ ଏକ ସ୍କର୍ପିଓ ଗାଡ଼ି ରେ ଝାଡ଼ଖଣ୍ଡ ଅଞ୍ଚଳର ଚତରା ରେ ଥିବା ମା ଭଦ୍ର କାଳୀଙ୍କ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିଲେ । ଦର୍ଶନ ସାରି ସମସ୍ତେ ଘରକୁ ଫେରୁଥିବା ବେଳେ ଚତରା ନିକଟରେ ସ୍କର୍ପିଓଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା ।ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଚତରା ପୋଲିସ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...