32.9 C
Balāngīr
Tuesday, July 15, 2025

ଶିକ୍ଷକଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

Must read

କାଶୀନଗର, (୨୫/୦୩) : ଆ.ପ୍ର. : ଆଜି କାଶୀନଗର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଏକ ବିରାଟ ଅବସର ସମ୍ବର୍ଦ୍ଧନା ଦିଆଯାଇଛି ।

ଆଜି ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ୧୩ ଜନ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଅବସର କାଳୀନ ବିଦାୟ ଦିଆଯାଇଛି । ଆଜିର ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ସମାଜ ଆୟୋଜନ କରିଥିଲେ । ଏହି ସମାରୋହ ରେ ବି ଇ ଓ ବୀରେନ୍ଦ୍ର ମଣ୍ଡଳ, ବିଡ଼ିଓ ଦମ୍ବୁରୁଧର ମଲ୍ଲିକ, ଅତିରିକ୍ତ ଶିକ୍ଷା ଅଧିକାରୀ ନର୍ମଦା ଦାସ, ପୂର୍ବତନ ବି ଇ ଓ ହୃଷିକେଶ ବିଶ୍ୱାଳ ଯୋଗ ଦେଇଥିଲେ । ଅବସର ନେଇଥିବା ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଙ୍କୁ ଉପଢୌକନ ଓ ମାନ ପତ୍ର ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...