32.9 C
Balāngīr
Thursday, June 12, 2025

ଶୁଭକାର୍ଯ୍ୟ ବେଳେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୪ ଅଭିଯୁକ୍ତ ଫେରାର

Must read

ବ୍ରହ୍ମପୁର, (୦୬/୦୬) : ଆପ୍ର. : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଦୁଇ ନାବାଳିକା ଏକ ଶୁଭକାର୍ଯ୍ୟରେ ଯାଇଥିବା ବେଳେ ୪ ଜଣ ଯୁବକ ସେମାନଙ୍କୁ ବାହାରକୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ ।

ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ​କରାଯିବା ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି । ସୂଚନା ଅନୁସାରେ, ଦୁଇ ନାବାଳିକା ଏକ ଶୁଭକାର୍ଯ୍ୟକୁ ଯାଇଥିବା ବେଳେ ୪ ଜଣ ଯୁବକ ସେମାନଙ୍କ ବାହାରକୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ । ଗଣଦୁଷ୍କର୍ମ ପରେ ପୁଣି ସେହି ଶୁଭକାର୍ଯ୍ୟ ସ୍ଥାନରେ ନାବାଳିକାଙ୍କୁ ଛାଡି ଦେଇଥିଲେ । ଗଣ ଦୁଷ୍କର୍ମ ନେଇ ପୀଡ଼ିତାଙ୍କ ପରିବାର ଲୋକେ ଜାଣିବା ପରେ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଗଣଦୁଷ୍କର୍ମ ପରେ ଫେରାର ହୋଇଯାଇଛନ୍ତି ଅଭିଯୁକ୍ତ ୪ ଯୁବକ । ୪ ଯୁବକଙ୍କୁ ଧରିବା ପାଇଁ ଗୋଳନ୍ଥରା ଥାନା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...